www.samajalive.in
Saturday, December 6, 2025
23.1 C
Bhubaneswar

ହୋମଗାର୍ଡ ପାଇଁ ଶାରୀରିକ ପରୀକ୍ଷଣ ବେଳେ ଯୁବକ ମୃତ

ସମାଜ ଡିଜିଟାଲ ଡେସ୍କ: ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡିଲେ ଯୁବକ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତିରେ । ଅନ୍ୟ ୭ଜଣ ଗୁରୁତର ହୋଇ ପାରଳାଖେମୁଣ୍ଡି ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ପରିସଲ ଗାଁର ସୁଲନ୍ତ ମିଶାଲା । ସୂଚନା ଅନୁଯାୟୀ ଆଜି ସକାଳୁ ଶାରୀରିକ ପରୀକ୍ଷା ପାଇଁ ରାଣିପେଣ୍ଠଠାରୁ ପଦ୍ମପୁର ଦୁଇ କି.ମି ରାସ୍ତାରେ ସକାଳୁ ଦୌଡ ପରୀକ୍ଷା ଚାଲିଥିବା ବେଳେ ଦୌଡରେ ସଫଳତା ସହ ଉତ୍ତୀର୍ଣ୍ଣ ହୋଇଥିଲେ । ହେଲେ ହଠାତ୍‍ ତଳେ ପଡିଯିବା ପରେ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ ଆଶାୟୀ ଯୁବକ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories