www.samajalive.in
Saturday, December 6, 2025
26.1 C
Bhubaneswar

୧୨ ବର୍ଷ ପରେ ଦୁର୍ଲ୍ଲଭ ସଂଯୋଗ, ଏକାଠି ହେବେ ବୁଧ,ଗୁରୁ ଓ ସୂର୍ଯ୍ୟ, ଏହି ରାଶିଙ୍କ ପାଇଁ ଖୋଲିବେ ଧନର ଦ୍ୱାର, ହେବ ବିବାହ, ଅଟକି ରହବିନି କିଛି କାମ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ନିର୍ଦ୍ଦିଷ୍ଟ ସମୟାନୁସାରେ ରାଶି ପରିବର୍ତ୍ତନ କରି ଥାନ୍ତି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଜୀବନରେ ପଡିଥାଏ । ବୁଦ୍ଧିର ଦାତା ବୁଧ ଓ ଗ୍ରହଙ୍କ ରାଜା ସୂର୍ଯ୍ୟ ଓ ସୁଖସମୃଦ୍ଧି ଦାତା ବୃହସ୍ପତି ମିଥୁନ ରାଶିରେ ରହିବେ । ଏହି ୩ଟି ଗ୍ରହ ଏକାଠି ହେବା ଦ୍ୱାରା ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବ । ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ଚମକିବ । ଏହି ରାଶିଙ୍କୁ ହଠାତ୍‌ ଧନ ପ୍ରାପ୍ତି ହେବ । ଭାଗ୍ୟ ହଠାତ୍‌ ବଦଳିଯିବ । ସନ୍ତାନ ସହ ଜଡିତ ଶୁଭ ଖବର ପାଇବେ । ଜାଣନ୍ତୁ ଭାଗ୍ୟଶାଳୀ ରାଶି ବିଷୟରେ..

ମେଷ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ସୂର୍ଯ୍ୟ, ଗୁରୁ ଓ ବୁଧ ଏକାଠି ହେବା ଦ୍ୱାରା ଶୁଭଫଳ ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପାରିବାରିକ ଜୀବନରେ ଥିବା ସସମ୍ୟା ଦୂର ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ହଠାତ୍‌ ଧନ ପ୍ରାପ୍ତି ହେବ ।

- Advertisement -

ବୃଷ- ଏହି ରାଶିଙ୍କୁ ହଠାତ୍‌ ଧନ ଲାଭ ହେବ । ଚାକିରିରେ ପଦନ୍ନୋତି ହେବ । ସଫଳତା ମିଳିବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । କରିଥିବା ଯୋଜନା ସଫଳ ହେବ ।

କନ୍ୟା- ଚାକିରିରେ ନୂଆ ନୂଆ ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ସମୟ ଅନୁକୂଳ ରହିଛି । ଚାକିରିରେ ଉନ୍ନତି ସହ ପଦନ୍ନୋତିର ଯୋଗ ରହିଛି । ନୂଆ ବ୍ୟବସାୟ ଆରମ୍ଭ କରିବେ । ପରିବାରରେ ହସଖୁସିର ବାତାବରଣ ରହିବ ।

ଗ୍ରାହକଙ୍କ ପାଇଁ ଖୁସି ଖବର ; ଜିଓ / ବିଏସଏନଏଲ, ଜାଣନ୍ତୁ କାହାର ପ୍ଲାନ୍‌ ସବୁଠାରୁ ଶସ୍ତା, ଗୋଟିଏ ରିଚାର୍ଜରେ ପରିବାରର ୪ ଜଣ ପାଇବେ ସବୁ ସୁବିଧା..

 

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories