www.samajalive.in
Sunday, December 7, 2025
18.1 C
Bhubaneswar

ଆଶ୍ୱସ୍ତି ସହ ଖୁସି ଖବର; କମିଲା ସୁନା, ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ଖବର । ମେ’ ୨୯ ଅର୍ଥାତ୍‌ ଗୁରୁବାର ହ୍ରାସ ହୋଇଛି ସୁନା ଦର ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୦୪୦ ଟଙ୍କା ରହିଛି । ଗତକାଲି ଏହା ୯୭,୪୮୦ ଟଙ୍କା ଥିଲା । ଏଥିରେ ୪୪୦ ଟଙ୍କା ହ୍ରାସ ହୋଇଛି।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୮,୯୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୩୫୦ ଟଙ୍କା ଥିଲା । ଏଥିରେ ୪୦୦ ଟଙ୍କା ହ୍ରାସ ହୋଇଛି।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୨,୭୮୦ ଟଙ୍କା ରହିଛି । ଗତକାଲି ଏହା ୭୩, ୧୧୦ ଟଙ୍କା ଥିଲା । ଏଥିରେ ୩୩୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ କମ୍‌ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୦୯୦ ଟଙ୍କା ରହିଛି । ଗତକାଲି ଏହା ୧୧,୧୦୦ ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

https://samajalive.in/zodiac-sign-after-12-years/661164.html

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories