www.samajalive.in
Wednesday, December 10, 2025
16.1 C
Bhubaneswar

ବ୍ୟବସାୟୀଙ୍କ ଘରେ ଇଡି ଚଢ଼ଉ, ଏକାଧିକ ସ୍ଥାନରେ ଯାଞ୍ଚ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ ଗୁରୁବାର ଭୋରୁ ଇଡି ଚଢ଼ଉ ଚଢ଼ଉ କରିଛି । ଇଡିର ଏକାଧିକ ଟିମ୍ ବ୍ରହ୍ମପୁର ଓ ବେଲଗୁଣ୍ଠାରେ ପହଞ୍ଚି ତଦନ୍ତ କରୁଛନ୍ତି । ଗଞ୍ଜାମ ଜିଲା ବେଲଗୁଣ୍ଠା ଅଞ୍ଚଳର ବ୍ୟବସାୟୀ ମନୋରଞ୍ଜନ ପଣ୍ଡାଙ୍କ ଘରେ ଏହି ଚଢଉ ଚାଲିଛି । ସେ ପୂର୍ବରୁ ମାଇକ୍ରୋ ଫାଇନାନ୍ସ ସଂସ୍ଥାରେ ଜଡ଼ିତ ଥିବା ଜଣାପଡ଼ିଛି । ତାଙ୍କ ନାମରେ ବ୍ରହ୍ମପୁର ଓ ଭୁବନେଶ୍ୱରରେ ୫୦ରୁ ଅଧିକ ପ୍ଲଟ୍‍ ଓ କୋଠା ରହିଛି । ବ୍ରହ୍ମପୁରରେ ଚାଲିଥିବା ଚଢ଼ଉରେ ଇଡିର ୬ ରୁ ୭ ଜଣ ଅଧିକାରୀ ସାମିଲ ଅଛନ୍ତି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories