www.samajalive.in
Monday, December 8, 2025
27.1 C
Bhubaneswar

ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ୍ ଅନ୍ତର୍ଗତ ଟୋପ ଗ୍ରାମର ଗଣନାଥ ମଲ୍ଲିକଙ୍କ ଧର୍ମପତ୍ନୀ ଯଶୋଦା ମଲ୍ଲିକ (୪୫)ଙ୍କ ବଜ୍ରାଘାତରେମୃତ୍ୟୁ ଘଟିଛି। ଘଟଣା ସୂତ୍ରରୁ ଜଣା ପଡ଼ିଛି ଯେ ଆଜି ସକାଳେ ଘରୁ ବାହାରି ନିଜ ପରିବାର ପେଟ ପାଟଣା ପାଇଁ ଅନ୍ୟର ବିଲକୁ ଧାନ କାଟିବା ପାଇଁ ଯଶୋଦା ଯାଇଥିଲେ। କିଛି ସମୟ ଧାନ କାଟିବା ପରେ ପ୍ରବଳ ବର୍ଷା ଯୋଗୁଁ ଘରକୁ ଚାଲି ଆସୁଥିଲେ ହେଲେ ବଜ୍ରାଘାତରେ ତାଙ୍କର ମୃତ୍ୟୁ ହୋଇଛି। ଗୁରୁବାର ସକାଳ ୧୧ ଘଣ୍ଟା ସମୟରେ ଘଟଣାଟି ଘଟିଛି। ଖବର ପାଇବା ମାତ୍ରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ୧୩ ବର୍ଷର ଗୋଟିଏ ପୁଅ ଓ ୯ ବର୍ଷର ଗୋଟିଏ ଝିଅକୁ ଛାଡି ଚାଲି ଯାଇଛନ୍ତି। ମୃତ ମହିଳାଙ୍କୁ ଅତାବିରା ଚିକିତ୍ସାଳୟକୁ ଅଣାଯାଇଥିଲା ହେଲେ ଡାକ୍ତର ମୃତ ଘୋଷଣା କରିଥିଲେ।

ଦେଖନ୍ତୁ ଭିଡିଓ ; ‘ରଖେ ହରି ତ ମାରେ କିଏ’, ୨୨ ଚକିଆ ଟ୍ରକ୍‌ ଚକା ତଳକୁ ସ୍କୁଟି ସହ ପଡିଗଲେ ବ୍ୟକ୍ତି, ଆଉ ତା’ପରେ..

- Advertisement -

 

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories