www.samajalive.in
Wednesday, December 10, 2025
18.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସିକ୍କିମ୍ ଗସ୍ତ ବାତିଲ, ଖରାପ ପାଗ ଯୋଗୁଁ ଗସ୍ତ ବାତିଲ ହୋଇଥିବା ସୂଚନା..

ବଙ୍ଗୋପସାଗରରେ ସୃଷ୍ଟି ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତରେ ପରିଣତ ହେବା ପରେ ଏବେ ଗଭୀର ଅବପାତ ରୂପ ନେଇଛି, ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି..

- Advertisement -

ପୁରୀ ଜିଲ୍ଲାର ସାକ୍ଷୀଗୋପାଳ ଅନ୍ତର୍ଗତ ସତ୍ୟବାଦୀ ବ୍ଲକର ବୀରଗୋବିନ୍ଦପୁର ଠାରେ ଅବସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ, ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଅତିଥି ଭାବେ ଉପମୁଖ୍ୟ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ ପ୍ରମୁଖ ଉପସ୍ଥିତ ଥିଲେ..

ବଡ ସଫଳତା ; ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଗିରଫ..ମାଓବାଦୀ ଅଭିଯାନ କ୍ଷେତ୍ରରେ କୋରାପୁଟ ପୁଲିସ ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ଗିରଫ କରିଛି ..

ହୋମଗାର୍ଡ ଚାକିରି ଆଶାୟୀ ସୁଲନ୍ତ ମିଶାଲଙ୍କ ମୃତ୍ୟୁ
୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ..

ଭାରତରେ ଲଞ୍ଚ ହେଲା ମୋଟୋରୋଲାର ଏହି ଫୋନ୍‌: ଜବରଦସ୍ତ ଫିଚର୍‌ ସହ ଆକର୍ଷଣୀୟ ଲୁକ୍‌, ଜାଣନ୍ତୁ କେତେ ଦାମ୍‌

ନକ୍ସଲ ମୁକ୍ତ ହେଲା ବସ୍ତର
୬ ଜିଲାକୁ ରେଡ୍‍ ଲିଷ୍ଟରୁ ହଟାଇଲା ଗୃହ ମନ୍ତ୍ରାଳୟ..

ପୁରୀରେ ଚାଞ୍ଚଲ୍ୟ ; ପୁଅର ଫାଉଡା ଚୋଟରେ ମାଆର ମୃତ୍ୟୁ..

ଝାରସୁଗୁଡା : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌ ; ୨ମୃତ..

୧୨ ବର୍ଷ ପରେ ଦୁର୍ଲ୍ଲଭ ସଂଯୋଗ, ଏକାଠି ହେବେ ବୁଧ,ଗୁରୁ ଓ ସୂର୍ଯ୍ୟ, ଏହି ରାଶିଙ୍କ ପାଇଁ ଖୋଲିବେ ଧନର ଦ୍ୱାର, ହେବ ବିବାହ, ଅଟକି ରହବିନି କିଛି କାମ..

ଦେଖନ୍ତୁ ଭିଡିଓ ; ‘ରଖେ ହରି ତ ମାରେ କିଏ’, ୨୨ ଚକିଆ ଟ୍ରକ୍‌ ଚକା ତଳକୁ ସ୍କୁଟି ସହ ପଡିଗଲେ ବ୍ୟକ୍ତି, ଆଉ ତା’ପରେ..

 

 

Hot this week

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

Related Articles

Popular Categories