www.samajalive.in
Wednesday, December 10, 2025
26.1 C
Bhubaneswar

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ

ଭୁବନେଶ୍ୱର : ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି।

- Advertisement -

୧୨ ବର୍ଷ ପରେ ଦୁର୍ଲ୍ଲଭ ସଂଯୋଗ, ଏକାଠି ହେବେ ବୁଧ,ଗୁରୁ ଓ ସୂର୍ଯ୍ୟ, ଏହି ରାଶିଙ୍କ ପାଇଁ ଖୋଲିବେ ଧନର ଦ୍ୱାର, ହେବ ବିବାହ, ଅଟକି ରହବିନି କିଛି କାମ..

ଦେଖନ୍ତୁ ଭିଡିଓ ; ‘ରଖେ ହରି ତ ମାରେ କିଏ’, ୨୨ ଚକିଆ ଟ୍ରକ୍‌ ଚକା ତଳକୁ ସ୍କୁଟି ସହ ପଡିଗଲେ ବ୍ୟକ୍ତି, ଆଉ ତା’ପରେ..

ଭାରତରେ ଲଞ୍ଚ ହେଲା ମୋଟୋରୋଲାର ଏହି ଫୋନ୍‌: ଜବରଦସ୍ତ ଫିଚର୍‌ ସହ ଆକର୍ଷଣୀୟ ଲୁକ୍‌, ଜାଣନ୍ତୁ କେତେ ଦାମ୍‌

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories