www.samajalive.in
Sunday, December 7, 2025
16.1 C
Bhubaneswar

ପୁଣି ଝଟକା ; ବଢିଲା ସୁନା ଦର

ଭୁବନେଶ୍ୱର : ପୁଣି ଗ୍ରାହକଙ୍କୁ ମିଳିଛି ଝଟକା । ମେ’ ୩୦ ଅର୍ଥାତ୍‌ ଶୁକ୍ରବାର ବଢିଛି ସୁନା ଦର ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୩୧୦ ଟଙ୍କା ରହିଛି । ଗତକାଲି ଏହା ୯୭,୦୪୦ ଟଙ୍କା ଥିଲା । ଏଥିରେ ୨୭୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୮୯,୨୦୦ ଟଙ୍କା ରହିଛି । ଗତକାଲି ଏହା ୮୮,୯୫୦ ଥିଲା । ଏଥିରେ ୨୫୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୨,୯୯୦ ଟଙ୍କା ରହିଛି । ଗତକାଲି ଏହା ୭୨,୭୮୦ ଥିଲା । ଏଥିରେ ୨୧୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୦୯୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୧,୦୯୦ ଟଙ୍କା ଥିଲା ।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ଏହି ରାଶିଙ୍କୁ ଖାଲି ମିଳିବ ଲାଭ, ହେବେ ମାଲାମାଲ୍‌, ରହିବନି ଚିନ୍ତା.. 

ଦେଖନ୍ତୁ ଭିଡିଓ; ଅହିରାଜକୁ ଖେଳନା ଭାବି ଖେଳିଲା ଶିଶୁ, ତା’ପରେ..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories