www.samajalive.in
Thursday, December 11, 2025
16.1 C
Bhubaneswar

ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ  : ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ବାରମାସୀ ଦଣ୍ଡା ସ୍ଥିତ ଘରୁ ପଞ୍ଚରିଡା ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଛି ପୁଲିସ । ନିଆଁରେ ପୋଡିହୋଇ ତାଙ୍କ ପତ୍ନୀ ମଧ୍ୟ ଆହତ ହୋଇଛନ୍ତି । ତେବେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନି । ଘଟଣାର ଛାନଭିନ କରୁଛି ପୁଲିସ ।

ଏସିଡ ଆକ୍ରମଣ ମାମଲାରେ ଅଭିଯୁକ୍ତଙ୍କୁ ୧୨ ବର୍ଷ ଜେଲ ଦଣ୍ଡାଦେଶ

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories