www.samajalive.in
Sunday, December 7, 2025
26.1 C
Bhubaneswar

ବଦଳିବ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌ ନାଁ

ଭୁବନେଶ୍ୱର : ବଦଳିବ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌ ନାଁ। ଏନେଇ ଶନିବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି । ମନ୍ତ୍ରୀ କହିଛନ୍ତି, ଓଡିଶାରେ ଓଡିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ। ଏନେଇ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

୫୦୦ ବର୍ଷ ପରେ ମହାସଂଯୋଗ: ଶନି ଓ ଗୁରୁ ଏହି ରାଶିଙ୍କୁ କରିବେ ମାଲାମାଲ୍‌, ମିଳିବ ଚାକିରି, ବଢିବ ଦରମା, ହେବ ବିବାହ

ଆସିଗଲା ଭିଭୋର ଏହି ଜବରଦସ୍ତ ଫୋନ୍‌ ; ଆକର୍ଷଣୀୟ ଲୁକ୍‌ ସହ ଦମ୍‌ଦାର୍‌ ଫିଚର

- Advertisement -

ଦେଖନ୍ତୁ ଭିଡିଓ ; ବାଘ ସହ ନେଇଥାନ୍ତେ ସେଲ୍‌ଫି, ହଠାତ୍‌ କଲା ଆକ୍ରମଣ, ତା’ପରେ ଯାହା ହେଲା ଥରି ଉଠିବ ଛାତି..

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories