www.samajalive.in
Sunday, December 14, 2025
26.1 C
Bhubaneswar

ସନ୍ଧ୍ୟା ୭ଟା ମୁଖ୍ୟ ଖବର

ତିନି ବର୍ଷ ମଧ୍ୟରେ ୟୁକ୍ରେନ ଉପରେ ରୁଷର ସବୁଠାରୁ ବଡ଼ ଆକ୍ରମଣ.. ୪୭୨ ଡ୍ରୋନ୍ ଆକ୍ରମଣ ସହ ୭ ମିସାଇଲ୍‌ ଆକ୍ରମଣ.. ୧୨ ୟୁକ୍ରେନ ସୈନିକଙ୍କ ମୃତ, ୬୦ରୁ ଊର୍ଦ୍ଧ୍ବ ଆହତ..

ଯୁବକଙ୍କ ତୀର ମାଡ଼ରେ ମହିଳା ଗୁରୁତର.. ଲହୁଣୀପଡ଼ା ଥାନା ଗମଲେଇ ଗାଁରେ ଅଭାବନୀୟ ଘଟଣା, ଗୁରୁତର ଅବସ୍ଥାରେ ରାଉରକେଲା ସ୍ଥାନାନ୍ତର..

- Advertisement -

ରାଉରକେଲା ବାଲୁଘାଟ ପେଟ୍ରୋଲ ପମ୍ପ ନିକଟରୁ ବିସ୍ଫୋରକ ଭର୍ତ୍ତି ଦୁଇଟି ଟ୍ରକ୍‌ ଜବତ.. ବିସ୍ଫୋରକ ଭର୍ତ୍ତି ଗାଡ଼ି କେଉଁଠୁ ଆସି କୁଆଡ଼େ ଯାଉଥିଲା ସେନେଇ ଛାନଭିନ୍‌ କରୁଛି ପୁଲିସ..

ମହଙ୍ଗା ହେବ କ୍ଷୀର.. ଓମ୍‌ଫେଡ୍‌ କ୍ଷୀର ଦାମ୍‌ ଲିଟର ପିଛା ୨ ଟଙ୍କା ବଢିବ.. ଏଥିସହ ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ.. ବିଶ୍ବ ଦୁଗ୍ଧ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା..

ଜାତୀୟ ରାଜପଥରେ ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ, ହତ୍ୟା ସନ୍ଦେହ.. ଜୁନାଗଡ଼ ଥାନା ଅନ୍ତର୍ଗତ ୨୬ ନମ୍ୱର ଜାତୀୟ ରାଜପଥର ବନମାଳୀପୁର ନିକଟରୁ ଜବତ ହୋଇଛି ପୁଲିସ ଏଏସଆଇ ପବିତ୍ର ଗୋଲାପିଙ୍କ ମୃତଦେହ.. 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories