www.samajalive.in
Tuesday, December 9, 2025
26.1 C
Bhubaneswar

ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀ ମୃତ

ସମାଜ ଡିଜିଟାଲ ଡେସ୍କ: ସୁନ୍ଦରଗଡ ଜିଲା ତଳସରା ଥାନା ବାଲିଶଙ୍କରା ୨୩ମାଇଲ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୋମବାର ସକାଳୁ ଏହି ଦୁର୍ଘଟଣା ଘଟିଥିଲା । ମୃତ ଦୁଇ ବାଇକ ଆରୋହୀ ମାଳିଡିହି ଗାଁର ହୋଇଥିବା ସୂଚନା ମିଳିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଅଜଣା ଗାଡିକୁ ଠାବ କରିବାକୁ ଛାନଭିନ ଆରମ୍ଭ ହୋଇଛି ।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories