www.samajalive.in
Wednesday, December 10, 2025
15.1 C
Bhubaneswar

ନନ୍ଦନକାନନରେ ଧଳାବାଘ ଛୁଆର ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ପ୍ରାଣୀପ୍ରେମୀଙ୍କ ପାଇଁ ଦୁଃଖଦ ଖବର। ନନ୍ଦନକାନନରେ ଏକ ଧଳା ବାଘ ଛୁଆର ମୃତ୍ୟୁ ଘଟିଛି। ୭ମାସର ଏହି ମାଈ ଧଳା ବାଘ ଛୁଆଟି ବାଘ କ୍ରିଷ୍ଣା ଏବଂ ବାଘୁଣୀ ରୂପାଠାରୁ ୨୦୨୪ ନଭେମ୍ବର ମାସରେ ଜନ୍ମଗ୍ରହଣ କରିଥିଲା।

ଗତ ମାର୍ଚ୍ଚ ମାସରେ ଛୁଆଟି ଅସୁସ୍ଥ ହୋଇପଡ଼ିଥିଲା। ଫଳରେ ତାହାକୁ ଏନକ୍ଲୋଜରରୁ ଅଲଗା ରଖି ଚିକିତ୍ସା କରାଯାଇଥିଲା। ସୁଦ୍ଧ ହେବା ପରେ ତା’କୁ ପୁଣି ଏନକ୍ଲୋଜରରେ ଛଡ଼ାଯାଇଥିଲା। କିନ୍ତୁ ଗତ ରବିବାର ଦିନ ହଠାତ୍‌ ଛୁଆଟିର ମୃତ୍ୟୁ ଘଟିଥିଲା। ବାଘ ଛୁଆର ମୃତ୍ୟୁ ପରେ ନନ୍ଦନକାନନ କର୍ମଚାରୀ ଏବଂ ପର୍ଯ୍ୟଟକମାନଙ୍କ ମଧ୍ୟରେ ନିରାଶା ଦେଖିବାକୁ ମିଳିଛି। ବ୍ୟବଚ୍ଛେଦ ପରେ ବାଘ ଛୁଆ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories