www.samajalive.in
Friday, December 5, 2025
20.1 C
Bhubaneswar

୧୫ ଲକ୍ଷ ଟଙ୍କାର ହେରୋଇନ୍‌ ଜବତ, ୨ ଗିରଫ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ବର ଜିଲା ଭୋଗରାଇ ଚନ୍ଦନେଶ୍ଵର ମାର୍କେଟରୁ ଲକ୍ଷାଧିକ ଟଙ୍କାର ହେରୋଇନ୍‌ ଜବତ ହୋଇଛି। ଭୋଗରାଇ ଅବକାରୀ ଥାନା ଓ ବାଲେଶ୍ବର ମୋବାଇଲ ଅବକାରୀ ଥାନା ପକ୍ଷରୁ ଚନ୍ଦନେଶ୍ଵର ମାର୍କେଟରେ ମିଳିତ ଚଢ଼ାଉବେଳେ ଏହି ହେରୋଇନ୍‌ ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଏହି ମାମଲାରେ୨ ଜଣଙ୍କୁ ଗିରଫ କରାଯିବାସହ ତଦନ୍ତ ଜାରି ରହିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories