www.samajalive.in
Thursday, December 11, 2025
18.1 C
Bhubaneswar

ଗଛରେ ପିଟିହେଲା ବୋଲେରୋ: ଜଣେ ମୃତ, ୩ ଗୁରୁତର

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟପଥର ବଡବନ୍ଧ ନିକଟରେ ଟିପିଏସୋଡ଼ିଏଲ ଟାଟା ପାୱାରର ଏକ ବୋଲେରୋ ଗାଡି ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଡ୍ରାଇଭର ଡ୍ରାଇଭର ଶିବ ନାଗ (୪୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ଯନ୍ତ୍ରୀ ଭବାନୀ ପାଣିଗ୍ରାହୀ, ସମୀର ନାଏକ, ସଂଗ୍ରାମ କେଶରୀ ସାହୁ ଭଳି ତିନି ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ହରଭଙ୍ଗା ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଁଚି ଗୁରୁତରଙ୍କୁ ଚିକିତ୍ସା ପାଇଁ ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁରୁଣାକଟକ ପୁଲିସ  ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ।

ସ୍ମାର୍ଟ ସିଟିରେ ଜଳବନ୍ଦୀ ସମସ୍ୟା; ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories