www.samajalive.in
Saturday, December 6, 2025
16.1 C
Bhubaneswar

ଜଗତପୁରରେ ନକଲି ମୋବିଲ କମ୍ପାନୀ ଠାବ

ସମାଜ ଡିଜିଟାଲ ଡେସ୍କ: କଟକ ଜଗତପୁରରେ ନକଲି ମୋବିଲ କମ୍ପାନୀ ଠାବ ହୋଇଛି। ଜଗତପୁର ଥାନା ସୁନାରୀବଣ ଅଞ୍ଚଳରେ ଥିବା ଏହି ନକଲି କମ୍ପାନୀ ଉପରେ ବୁଧବାର ପୁଲିସ ଏବଂ ଓଜନ ମାପ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ସମୟରେ ବିପୁଳ ପରିମାଣର ନକଲି ସାମଗ୍ରୀ ଜବତ ହୋଇଛ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories