www.samajalive.in
Friday, December 5, 2025
27.1 C
Bhubaneswar

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ସମାଜ ଡିଜିଟାଲ ଡେସ୍କ: ଜୁଲାଇ ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । ଏହି ଅଧିବେଶନ ଆସନ୍ତା ଅଗଷ୍ଟ ୧୨ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବା ସହ ସରକାରଙ୍କୁ ଘେରିବେ ବିରୋଧୀ । ଅପରେସନ ସିନ୍ଦୂର ପରେ ବିରୋଧୀମାନେ ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଦାବି କରୁଥିଲେ ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories