www.samajalive.in
Monday, December 8, 2025
13.1 C
Bhubaneswar

ଆଇପିଏଲ ବିଜୟ ଉତ୍ସବ ପାଳନ ସମୟରେ ଦଳାଚକଟା – ୧୧ ମୃତ, ୧୫୦ ଆହତ

ଡେସ୍କ: ବେଙ୍ଗାଲୁରୁ ଚିନ୍ନାସ୍ୱାମୀ ଷ୍ଟାଡିଅମ ବାହାରେ ବୁଧବାର ଦଳାଚକଟା ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୦ରୁ ଅଧିକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି। ଗତକାଲି ଆଇପିଏଲ ୨୦୨୫ର ଫାଇନାଲ ମ୍ୟାଚରେ ୬ ରନରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରି ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା।


ଆଜି ବେଙ୍ଗାଲୁରୁର ଏମ ଚେନ୍ନାସ୍ୱାମୀ ଷ୍ଟାଡିଅମ ବାହାରେ ଜିତିବା ଖୁସିରେ ସ୍ୱତନ୍ତ୍ର ଉତ୍ସବ ପାଳନ ନିମନ୍ତେ ଆରସିବି ପ୍ରଶଂସକମାନଙ୍କ ଭିଡ ଲାଗିଥିଲା। ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଅତ୍ୟଧିକ ଭିଡ ନିୟନ୍ତ୍ରଣ କରିବା ସମ୍ଭବ ହୋଇନଥିଲା। ନିଜ ନିଜ ପସନ୍ଦର ଖେଳାଳି ମାନଙ୍କୁ ଦେଖିବା ପାଇଁ ହଠାତ କିଛି ଦେଖଣାହାରୀ ଦୌଡିବା ଆରମ୍ଭ କରିବାରୁ ଅନ୍ୟ କିଛି ଲୋକ ତଳେ ପଡିଯାଇଥିଲେ ଯାହା ଫଳରେ ଦଳାଚକଟା ଘଟିଥିଲା

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories