www.samajalive.in
Tuesday, December 9, 2025
16.1 C
Bhubaneswar

ମଙ୍ଗଳବାର ବନ୍ଦ ରହିବ ପୁରୀ-ରାଉରକେଲା ବ‌‌ନ୍ଦେ ଭାରତ ଚଳାଚଳ

ଭୁବନେଶ୍ବର : ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଗସ୍ତ ସୂଚୀରେ ପରିବର୍ତ୍ତନ ହୋଇଛି। ଏହି ରେଳ ଚଳାଚଳ ଶନିବାର ବନ୍ଦ ରହୁଥିବା ବେଳେ ଜୁନ ୩ରୁ ଶନିବାର ଚଳାଚଳ କରିବ ଏବଂ ମଙ୍ଗଳବାର ସେବା ବନ୍ଦ ରହିବ। ଏନେଇ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।
ତଦନୁସାରେ, ଏହି ରେଳ ଜୁନ ୭ରୁ ସପ୍ତାହର ପ୍ରତି ଶନିବାର ଦିନ ଚଳାଚଳ ଆରମ୍ଭ କରିବ। କୌଣସି ଷ୍ଟେସନରେ ରେଳର ପୂର୍ବରୁ ଥିବା ସମୟ ଏବଂ ସ୍ଥିରୀକୃତ ରହଣିରେ କୌଣସି ପରିବର୍ତ୍ତନ ହୋଇନାହିଁ। ସଂଶୋଧିତ ସାପ୍ତାହିକ ଛୁଟିର ଲକ୍ଷ୍ୟ ଯାତ୍ରୀଙ୍କ ଚାହିଦା ଏବଂ ପରିଚାଳନାଗତ ଆବଶ୍ୟକତା ସହିତ ଭଲ ଭାବରେ ସମନ୍ୱୟ ସ୍ଥାପନ କରିବ। ଯାତ୍ରୀମାନଙ୍କୁ ସେହି ଅନୁସାରେ ସେମାନଙ୍କ ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦିଆଯାଇଛି।

ପୂର୍ବତନ ପିସିସି ସଭାପତିଙ୍କୁ ହତ୍ୟା ଧମକ, ଅଭିଯୁକ୍ତ ଗିରଫ

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories