ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜଗନ୍ନାଥପ୍ରସାଦ ଥାନା ଚଢିଆପଲ୍ଲୀରେ ନିର୍ମମ ହତ୍ୟାକାଣ୍ଡ । ଶାଳିକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ଭିଣୋଇ । ଜମିଜମା ବିବାଦରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଥିବା ବେଳେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Popular Categories



