www.samajalive.in
Wednesday, December 10, 2025
14.1 C
Bhubaneswar

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ-ମନ୍ତ୍ରୀ

ଭୁବନେଶ୍ୱର : ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ । ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ- କେୱାଇସି କରି ନାହାନ୍ତି। ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି। ଜୁନ୍‌ରେ ଅବଧି ସରିବା ପରେ ଅଯୋଗ୍ୟ ବାଦ୍‌ ପଡିବେ।

ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା: ଅଦ୍ଭୁତ ତ୍ରିଗ୍ରହୀ ଯୋଗ, ଏହି ରାଶି ହଠାତ୍‌ ହେବେ ମାଲାମାଲ୍‌, ମିଳିବ ବଡ ସଫଳତା, କିଣିବେ ଘର, ଗାଡି..

୪୭ କୋଟି ଗ୍ରାହକଙ୍କୁ ଖୁସି କଲା ଜିଓ; ମାତ୍ର ୫୧ ଟଙ୍କାରେ ଏକ ମାସ ପର୍ଯ୍ୟନ୍ତ ମିଳିବ ଅସୀମିତ ଡାଟା

- Advertisement -

ଦେଖନ୍ତୁ ଭୟଭୀତ କରିବ ଭିଡିଓ ; ଘର ସଫା କରୁଥିଲେ, ଡବା ଭିତରୁ ମିଳିଲା ୧୦୦ ସାପ, ତା’ପରେ

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories