www.samajalive.in
Saturday, December 6, 2025
17.1 C
Bhubaneswar

ବିକଶିତ କୋଟିଆ ପାଇଁ ସରକାରଙ୍କ ମାଷ୍ଟର ପ୍ଲାନ୍‍

ସମାଜ ଡିଜିଟାଲ ଡେସ୍କ: କୋଟିଆକୁ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର । ଏନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭିନ୍ନ ବିଭାଗର ସଚିବ ଓ ବିଧାୟକ ରଘୁରାମ ମାଛ ଉପସ୍ଥିତ ରହିଛନ୍ତି । କୋଟିଆ ବିବାଦର ସମାଧାନ ସହିତ ସେଠାରେ ବିକାଶ କରିବା ନେଇ ବୈଠକରେ ଆଲୋଚନା ହୋଇଥିବା ସୂଚନା ମିଳିଛି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories