www.samajalive.in
Saturday, December 6, 2025
15.1 C
Bhubaneswar

ବର୍ଷା ପୂର୍ବରୁ ଡ୍ରେନ୍‍ ସମସ୍ୟା ସମାଧାନ

ସମାଜ ଡିଜିଟାଲ ଡେସ୍କ: ଇସ୍କନରେ ବର୍ଷା ଜଳ ସମସ୍ୟାର ସମାଧାନ ପାଇଁ ନିଆଯିବ ପଦକ୍ଷେପ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ । ବର୍ଷା ଜଳ ନିଷ୍କାସନ ପାଇଁ ସ୍ଥାୟୀ ସମାଧାନ କରାଯାଉଛି । ବର୍ଷା ଦିନ ପୂର୍ବରୁ ଡ୍ରେନର ସମସ୍ତ ସମାଧାନ କରାଯିବା ସହ ମୁକୁଳା ଡ୍ରେନରେ ସ୍ଲାବ୍‍ ପକାଇବାକୁ କୁହାଯାଇଛି । ଡ୍ରେନ୍‍ ସଫେଇ କାମକୁ ତ୍ୱରାନ୍ୱିତ କରାଯାଉଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories