www.samajalive.in
Monday, December 15, 2025
14.1 C
Bhubaneswar

ଇଣ୍ଡୋନେସିଆ ଓପନ କ୍ବାର୍ଟରରେ ସାତ୍ତ୍ବିକ-ଚିରାଗ ପରାସ୍ତ

ନୂଆଦିଲ୍ଲୀ: ଇଣ୍ଡୋନେସିଆ ଓପନ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ-୨୦୨୫ର କ୍ବାଟର ଫାଇନାଲରୁ ଭାରତର ଏକ ନମ୍ବର ପୁରୁଷ ଯୁଗଳ ଯୋଡ଼ି ସାତ୍ତ୍ବିକ ସାଇରାଜ ରାଙ୍କିରେଡ୍ଡି-ଚିରାଗ ସେଟ୍ଟି ବିଦାୟ ନେଇଛନ୍ତି। ଏଥି ସହିତ ପ୍ରତିଯୋଗିତାରୁ ଭାରତୀୟଙ୍କ ଅଭିଯାନ ଶେଷ ହୋଇଛି।

ଶୁକ୍ରବାର ପୁରୁଷ ଯୁଗଳ କ୍ବାର୍ଟର ଫାଇନାଲରେ ସାତ୍ତ୍ବିକ-ଚିରାଗ ଯୋଡ଼ି ୭ମ ସିଡ୍‌ ମାଲେସିଆର ମାନ୍‌ ୱି ସି-କେ ଟି ଯୋଡ଼ିଙ୍କ ନିକଟରୁ ୧୯-୨୧ ଓ ୧୬-୨୧ରେ ପରାଜିତ ହୋଇ ବିଦାୟ ନେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories