www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତା ବର୍ଷ ଏପ୍ରିଲ୍‌ରେ ବାଂଲାଦେଶ ନିର୍ବାଚନ

ଢାକା: ଆସନ୍ତା ୨୦୨୬ ଏପ୍ରିଲ୍‌ରେ ବାଂଲାଦେଶରେ ଜାତୀୟ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଦେଶରେ ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ୍ ୟୁନୁସ୍‌ ଶୁକ୍ରବାର ଘୋଷଣା କରିଛନ୍ତି। ଶେଖ୍‌ ହସିନା ପ୍ରଧାନମନ୍ତ୍ରୀ ପଦରୁ ବିଦା ହେବାପରେ ବାଂଲାଦେଶରେ ଏବେ ଅନ୍ତରୀଣ ସରକାର ଶାସନ କାର୍ଯ୍ୟ ଚଳାଉଛି। ଅନ୍ତରୀଣ ସରକାର ଭାଙ୍ଗି ଦେଶରେ ତୁରନ୍ତ ନିର୍ବାଚନ କରାଇବା ଲାଗି ୟୁନୁସ୍‌ଙ୍କ ଉପରେ ସେନା ଓ ଜନତାଙ୍କ ପକ୍ଷରୁ ଚାପ ପଡ଼ିଆସୁଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories