www.samajalive.in
Sunday, December 14, 2025
26.1 C
Bhubaneswar

ରଥଯାତ୍ରା ସୁପରିଚାଳନା ପାଇଁ ମନ୍ତ୍ରିସ୍ତରୀୟ କମିଟି ଗଠିତ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଘୋଷ ଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାର ମନ୍ତ୍ରିସ୍ତରୀୟ କମିଟି ଗଠନ କରିଛନ୍ତି। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ୪ ଜଣ ମନ୍ତ୍ରୀ ସଦସ୍ୟ ରହିଛନ୍ତି। କମିଟିରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସଦସ୍ୟ ରହିଛନ୍ତି। ସେହିପରି ଆଇନ ବିଭାଗ ପ୍ରମୁଖ ସଚିବ ଏହାର ଆବାହକ ଦାୟିତ୍ବ ନିର୍ବାହ କରିବେ।

ଶୁକ୍ରବାର ଆଇନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରୀସ୍ତରରେ ରଥଯାତ୍ରାର ପ୍ରତିଟି ପ୍ରକ୍ରିୟା ଉପରେ କମିଟି ନଜର ରଖିବା ସହିତ ଆବଶ୍ୟକ ପରାମର୍ଶ ପ୍ରଦାନ କରିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories