www.samajalive.in
Friday, December 5, 2025
27.1 C
Bhubaneswar

ଜୁନ୍‍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଜୁନ୍‍ ୧୨ ନୁହେଁ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସିବେ। ପୂର୍ବରୁ ଜୁନ୍‍ ୧୨ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ମୋଦୀ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିଲା । ହେଲେ ୧୨ ତାରିଖ କାର୍ଯ୍ୟକ୍ରମକୁ ୨୦ ତାରିଖକୁ ଘୁଞ୍ଚାଯାଇଛି । ସେଥିପାଇଁ ୨୦ରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories