www.samajalive.in
Saturday, December 6, 2025
16.1 C
Bhubaneswar

ଖୁସି ଖବର; କମିଲା ସୁନା, ୩ ହଜାର ଟଙ୍କା କମିଲା ଦାମ୍‌!

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଖୁସି ଖବର । କମିଲା ସୁନା ଦାମ୍‌ । ଜୁନ୍‌ ୭ ଅର୍ଥାତ୍‌ ଶନିବାର କମିଛି ସୁନା ଦାମ୍‌ ।
୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୯୭୦ ଟଙ୍କା ରହିଛି । ଗତକାଲି ଏହା ୯୯,୬୦୦ ଟଙ୍କା ଥିଲା । ଏଥିରେ ୧୬୩୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୮୦୦ ଟଙ୍କା ରହିଛି । ଗତକାଲି ଏହା ୯୧,୩୦୦ ଟଙ୍କା ଥିଲା । ଏଥିରେ ୧,୫୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୪୮୦ ଟଙ୍କା ରହିଛି । ଗତକାଲି ଏହା ୭୪,୭୦୦ ଟଙ୍କା ଥିଲା । ଏଥିରେ ୧,୨୦୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୮୦୦ ଟଙ୍କା ରହିଛି । ଗତକାଲି ଏହା ୧୧,୮୦୦ ଥିଲା ।

ଏପ୍ରିଲ ୨୨ରେ ସୁନା ଦାମ୍‌ ସମସ୍ତ ରେକର୍ଡ ଭାଙ୍ଗି ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ଏଯାଏଁ ପ୍ରାୟ ୩ ହଜାର ଟଙ୍କା ଦାମ୍‌ ହ୍ରାସ ହୋଇଛି ।

ଜୁନ୍‌ ୧୫କୁ ଅପେକ୍ଷା ; ୧୨ ବର୍ଷ ପରେ ଏକାଠି ହେବେ ସୂର୍ଯ୍ୟ,ଗୁରୁ,ବୁଧ : ଏହି ୩ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହଠାତ୍‌ ମିଳିବ ଏସବୁ..

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories