www.samajalive.in
Monday, December 8, 2025
27.1 C
Bhubaneswar

ଆବାସ ଘର ପାଇଁ ମାଗଣା ବାଲି ଦେବେ ସରକାର

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ପାଇଁ ଆଉ ଚିନ୍ତା ନାହିଁ । କାରଣ ଘର ତିଆରି ପାଇଁ ଏବେ ବାଲି ଦେବେ ରାଜ୍ୟ ସରକାର । ଗରିବଙ୍କ ଘର ତିଆରି ସ୍ୱପ୍ନକୁ ସାକାର କରିବା ପାଇଁ ୨ଟ୍ରାକ୍ଟର ବାଲି ଦେବେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏନେଇ ପରମିଟ୍‍ ଇସ୍ୟୁ ହେବ, ଡ୍ରାଫ୍ଟ ପ୍ରସ୍ତୁତ ହୋଇଛି । ବାଲି ଉଠାଣ ପାଇଁ ହାଇୱା ବଦଳରେ ଅନ୍ୟ ଗାଡି ବ୍ୟବହାର କରାଯିବ ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories