www.samajalive.in
Sunday, December 7, 2025
26.1 C
Bhubaneswar

ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା: ୪ ଗିରଫ

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁରରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ । ୪ ଅଭିଯୁକ୍ତମାନେ ବିଶାଖାପାଟଣା ଫେରାର ହେଉଥିବା ବେଳେ ଆନ୍ଧ୍ରରୁ ସେମାନଙ୍କୁ ଗୋଳନ୍ଥରା ଥାନା ପୁଲିସ ଗିରଫ କରିଛି । ବନ୍ଧୁତା ସ୍ଥାପନ କରି ବିଶ୍ୱାସ ଜନ୍ମାଇ ଯୁବକ ଜଣଙ୍କ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଗିରଫ ପରେ ୪ଜଣଙ୍କୁ କୋର୍ଟ ଚାଲାଣ କରିଛି ପୁଲିସ । ଅଭିଯୁକ୍ତମାନେ ଗୋଳନ୍ଥରା ଥାନା ଅଞ୍ଚଳର ଶିବା, କେ.ସାଇ, ଜି. ଗେରେୟା ଓ ଏନ ଶ୍ରିନୁ । ସେପଟେ ମାମଲାରେ ଆଜି ଏସପିଙ୍କୁ ଭେଟିଥିଲେ ବିଜେଡି ପ୍ରତିନିଧି ଦଳ । ପୀଡିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଏସପିଙ୍କୁ ଭେଟି ଆଲୋଚନା କରିଥିଲେ ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories