www.samajalive.in
Monday, December 8, 2025
27.1 C
Bhubaneswar

ସମୁଦ୍ରରେ ବୁଡ଼ି ଛାତ୍ର ନିଖୋଜ

ସମାଜ ଡିଜିଟାଲ ଡେସ୍କ: ପାରାଦୀପ ସମୁଦ୍ରରେ ବୁଡ଼ି ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଜୟପୁରା ଅଞ୍ଚଳର ସେଖ୍ ଅମନ ଉଲ୍ଲା। ସିଆଇଏସଏଫ ପକ୍ଷରୁ ସମ୍ପୃକ୍ତ ଛାତ୍ରଙ୍କୁ ଖୋଜାଖୋଜି କରାଯାଉଛି। କିନ୍ତୁ ଅପରାହ୍ନ ସୁଦ୍ଧା ତାଙ୍କ ପତ୍ତା ମିଳିପାରି ନାହିଁ।

ସୂଚନା ଅନୁସାରେ, ୮ ଛାତ୍ରଛାତ୍ରୀ ପାରାଦୀପ ଲାଇଟ୍‌ହାଉସ ନିକଟ ସମୁଦ୍ରରେ ଗାଧୋଉଥିଲେ। ଏହି ସମୟରେ ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ଭାସିଯାଇଥିଲେ। ନିଖୋଜ ଛାତ୍ର ଜଣକ କେନ୍ଦ୍ରାପଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟୟନ କରନ୍ତି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories