www.samajalive.in
Tuesday, December 9, 2025
26.1 C
Bhubaneswar

ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁୁ ଆହତ

ଖୋର୍ଦ୍ଧା : ଘର ଭିତରେ ବିସ୍ଫୋରଣ ଘଟି ଚାଲିଗଲା ମହିଳାଙ୍କ ଜୀବନ । ଅଳ୍ପକେ ବର୍ତ୍ତିଲା ଶିଶୁ । ଶିଶୁକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ବୋଲଗଡ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଶନିବାର ଏହି ଅଭାବନୀୟ ଘଟଣା ଘଟିଛି । ଆହତ ଶିଶୁକୁ ବୋଲଗଡ ମେଡିକାଲରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ ; ନିଘୋଡ ନିଦରେ ଶୋଇଥିଲେ, ପାଖକୁ ଆସିଲା ସିଂହୀ, ଆଉ ତା’ପରେ..

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories