www.samajalive.in
Friday, December 12, 2025
19.1 C
Bhubaneswar

ଇଅର ଫୋନ ଲଗାଇ ଟ୍ରାକରେ ଯାଉଥିଲେ ଯୁବକ, ଟ୍ରେନ ଧକ୍କାରେ ଚାଲିଗଲା ଜୀବନ

ସମାଜ ଡିଜିଟାଲ ଡେସ୍କ: ଇଅର ଫୋନ ହେଲା କାଳ। କାନରେ ଇଅର ଫୋନ ଲଗାଇ ରେଳଧାରଣାରେ ଚାଲି ଚାଲି ଯାଉଥିଲେ ଯୁବକ। ଏହି ସମୟରେ ସେହି ଟ୍ରାକରେ ଆସୁଥିବା ଏକ ଏକ୍ସପ୍ରେସ ଟ୍ରେନ ଧକ୍କା ଦେବାରୁ ଯୁବକଙ୍କ ମୃତ୍ୟୁ ଘଟିଛି। ଘଟଣାଟି ଘଟିଛି ବାଲେଶ୍ଵର ରେଳ ଷ୍ଟେସନ ନିକଟରେ। ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories