www.samajalive.in
Friday, December 12, 2025
17.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଜୁନ୍‍ ୧୨ ନୁହେଁ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସିବେ..

ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି..

- Advertisement -

ହାତୀ ଖାଇଗଲା ୮୦ ହଜାର ଟଙ୍କା ସହ ରାସନ କାର୍ଡ, ରାୟଗଡା ଜିଲା କୁମାରବାଡି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି, ହାତୀ ଉକ୍ତ ଅଞ୍ଚଳରେ ଉପଦ୍ରବ କରିଥିବା ସହ ଆମ୍ବ, ପଣସ, କଦଳୀ ଚାଷ ହାତୀ ନଷ୍ଟ କରିଛି..

ବ୍ରହ୍ମପୁର: ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ, ୪ ଅଭିଯୁକ୍ତଙ୍କୁ ବିଶାଖାପାଟଣା ଫେରାର ବେଳେ ଗିରଫ କଲା ଗୋଳନ୍ଥରା ଥାନା ପୁଲିସ..

ଜୁନ୍‌ ୧୫କୁ ଅପେକ୍ଷା ; ୧୨ ବର୍ଷ ପରେ ଏକାଠି ହେବେ ସୂର୍ଯ୍ୟ,ଗୁରୁ,ବୁଧ : ଏହି ୩ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହଠାତ୍‌ ମିଳିବ ଏସବୁ..

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ପାଇଁ ଆଉ ଚିନ୍ତା ନାହିଁ, ଘର ତିଆରି ପାଇଁ ଏବେ ବାଲି ଦେବେ ରାଜ୍ୟ ସରକାର, ଗରିବଙ୍କ ଘର ତିଆରି ସ୍ୱପ୍ନକୁ ସାକାର କରିବା ପାଇଁ ୨ଟ୍ରାକ୍ଟର ବାଲି ଦେବେ ରାଜ୍ୟ ସରକାର..

ଘରେ ଘରେ ଜ୍ୱରରେ ଆକ୍ରାନ୍ତ ହୋଇ ପଡି ରହିଛନ୍ତି ରୋଗୀ, ଗାଁର ପ୍ରତ୍ୟେକ ଘରେ ଦୁଇ ଜଣ ଲେଖାଏଁ ଆକ୍ରନ୍ତ ହୋଇଥିବା ଜଣାପଡିଛି, ଯେଉଁମାନଙ୍କ ବୟସ ୬୦ରୁ ୭୦ବର୍ଷ ହେବ, ପାଖରେ ଅର୍ଥ ନଥିବାରୁ ଚିକିତ୍ସା ପାଇଁ ମେଡିକାଲ ମଧ୍ୟ ଯାଇପାରୁ ନାହାଁନ୍ତି, ପ୍ରାୟ ୭ଦିନ ହେଲାଣି ରାୟଗଡା ଜିଲ୍ଲା କୋଲନରା ବ୍ଳକ ଗାଡିଶେସଖାଲ ପଚାଂୟତ ଅନ୍ତର୍ଗତ ବିନିଶପୁର ଗାଁରେ ଏଭଳି ଅଜଣା ଜ୍ୱର ବ୍ୟାପିବାରେ ଲାଗିଛି..

୧୦୦ ଟଙ୍କାରେ ୯୦ ଦିନ ବୈଧତାର ପ୍ଲାନ୍‌ ଆଣିଲା ଜିଓ

ଦେଖନ୍ତୁ ଭିଡିଓ ; ନିଘୋଡ ନିଦରେ ଶୋଇଥିଲେ, ପାଖକୁ ଆସିଲା ସିଂହୀ, ଆଉ ତା’ପରେ..

 

Hot this week

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

Related Articles

Popular Categories