www.samajalive.in
Sunday, December 14, 2025
15.1 C
Bhubaneswar

ସୋନିଆ ଗାନ୍ଧୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।

ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ ଯାଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories