www.samajalive.in
Sunday, December 14, 2025
16.1 C
Bhubaneswar

୧୯୨୫ ଲିଟର ଦେଶୀ ମଦ ଜବତ

ଗୁରୁଡିଝାଟିଆ:  ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ଓ ଖଣ୍ଡୁଆଳି ଗାଁ ନିକଟ ଜଙ୍ଗଲରେ ଥିବା ଚୋରା ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗ ଚଢ଼ାଉ କରି ୧୯୨୫ ଲିଟର ଦେଶୀ ମଦ ଜବତ କରିଛି। ଏହା ସହିତ ମଦ ପ୍ରସ୍ତୁତି ପାଇଁ ରଖାଯାଇଥିବା ୧୫ ହଜାର ୯୬୦ ଲିଟର ପୋଚ ନଷ୍ଟ କରାଯାଇଛି। ଏହି ଚଢାଉ ରେ ଆଠଗଡ, ବାଙ୍କୀ, ନରସିଂହପୁର, କଟକ ଅବକାରୀ ବିଭାଗ କର୍ମଚାରୀ ଯଥା ନୀରିକ୍ଷକ ସି. ଏଚ. ତିରୁପତି, ରବିନାରାୟଣ ପ୍ରଧାନ, ଅରୁଣ କୁମାର ଭୋଇ, ଶେଫାଳୀ ସାହୁ ଓ ସୌମ୍ୟ ରଞ୍ଜନ ମାଝୀ ପ୍ରମୁଖ ଚଢାଉରେ ଅଂଶ ଗ୍ରହଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories