www.samajalive.in
Sunday, December 7, 2025
23.1 C
Bhubaneswar

ଟ୍ରାକ୍ଟର ଧକ୍କାରେ ଜଣେ ମୃତ

କେନ୍ଦୁଝର : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ବିଜଗୋଠ ବୈତରଣୀ ନଦୀ ପୋଲ ନିକଟରେ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ବିଜାଗୋଠର ବୋଲି ଜଣାପଡ଼ଛି। ସୂଚନା ଅନୁଯାୟୀ, ସେ ବାଂଶପାଳରୁ ବାଇକରେ ଘରକୁ ଫେରୁଥିବା ବେଳେ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା। ଏହି ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଜାଳିଦେବା ସହ ବାଂଶପାଳ-ସୁଆକାଟି ରାସ୍ତାକୁ ଅବରୋଧ କରିଥିଲେ। ଡ଼୍ରାଇଭର ଘଟଣାସ୍ଥଳରୁ ଫେରାର ଥିବା ଜଣାପଡ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories