www.samajalive.in
Saturday, December 13, 2025
21.1 C
Bhubaneswar

ଡରାଇଲାଣି କରୋନା: ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ହୋଇଛି। କର୍ଣ୍ଣାଟକରୁ ୨, କେରଳରୁ ୩ ଏବଂ ତାମିଲନାଡ଼ୁରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କେରଳ ଏବେ ବି ଦେଶର ସର୍ବାଧିକ ପ୍ରଭାବିତ ରାଜ୍ୟ ହୋଇ ରହିଛି। ଏଠାରେ ମୋଟ୍‌ ୧୯୫୦ ସଂକ୍ରମିତ ରହିଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories