www.samajalive.in
Saturday, December 13, 2025
23.1 C
Bhubaneswar

ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

ଭୁବନେଶ୍ବର: ବଡ଼ଦାଣ୍ଡରେ ବିକ୍ରି ହୋଇପାରିବନି ମଦ ଓ ଆମିଷ। ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖେଲାଯିବାକୁ ବାରଣ କରାଯାଇଛି। ଏଥିସହ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରି ଉପରେ ମଧ୍ୟ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇଛି। ରବିବାର ଏନେଇ ସୂଚନା ଦେଇଛନ୍ତି ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସବୁ ଦିନ ପାଇଁ ଏହି ନିୟମ ଲାଗୁ ରହିବ। ଯଦି କେହି ଅମାନିଆ ନିୟମ ଉଲ୍ଲଂଘନ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories