www.samajalive.in
Saturday, December 6, 2025
26.1 C
Bhubaneswar

ଅସହ୍ୟ ତାତିକୁ ଗୁଳୁଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ରାଇକିଆ: ରାଇକିଆରେ ଅସହ୍ୟ ତାତି ସାଙ୍ଗକୁ କଲବଲ କରୁଛି ଗରମ ଗୁଳୁଗୁଳି। ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ମୋୖସୁମୀ ବର୍ଷା ଏବେ ଉଦ୍ଭାନ ହୋଇଛି। ଲୋକେ ଗରମରେ ଆଉଟୁ ପାଉଟୁ ହେଉଛନ୍ତି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ କାଟ ଗରମକୁ ଆହୁରି ଦୁଇଗୁଣ କରୁଛି। ବର୍ଷା ନହେବା ଯୋଗୁଁ ଚାଷିଙ୍କ ମୁଣ୍ଡରେ ଏବେ ଚିନ୍ତା ଘାରିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories