www.samajalive.in
Monday, December 8, 2025
13.1 C
Bhubaneswar

ପୁଣି କମିଲା ସୁନା ଦାମ୍‌ ; ଜାଣନ୍ତୁ କେତେ

ଭୁବନେଶ୍ୱର : ପୁଣି କମିଲା ସୁନା ଦାମ୍‌ । ଜୁନ୍‌ ୯ ଅର୍ଥାତ୍‌ ସୋମବାର କମିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୬୯୦ ଟଙ୍କା ରହିଛି । ଗତକାଲି ୯୭,୯୭୦ ଟଙ୍କା ଥିଲା । ଏଥିରେ ୨୮୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌  ୮୯,୫୫୦ ଟଙ୍କା ରହିଛି । ଗତକାଲି ୮୯,୮୦୦ ଥିଲା । ଏଥିରେ ୨୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୨୭୦ ଟଙ୍କା ରହିଛି । ଗତକାଲି ଏହା ୭୩,୪୮୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ହ୍ରାସ ହୋଇଛି ।

ସେହପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୮୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୧,୮୦୦ ଥିଲା ।

ସୂର୍ଯ୍ୟ କରିବେ ଚଳନ ; ଏକାଠି ହେବେ ବୁଧ,ବୃହସ୍ପତି, ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ଜାଣନ୍ତୁ କେଉଁଥିରେ ମିଳିବ ସଫଳତା..

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories