www.samajalive.in
Monday, December 8, 2025
27.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

ଆମେରିକାରେ ୨୦ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣା
ଯାନ୍ତ୍ରିକ ତ୍ରୁଟି ପାଇଁ ବିମାନ ଦୁର୍ଘଟଣା ହୋଇଥିବା ସୂଚନା
ଏକାଥିକ ଯାତ୍ରୀ ଗୁରୁତର..

ଆଜି ରଥଯାତ୍ରା ପାଇଁ ବସିବ ଦ୍ୱିତୀୟ ସମନ୍ୱୟ ବୈଠକ
ଦିନ ୧୧ଟାରେ ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ
ଶୃଙ୍ଖଳିତ ରଥଯାତ୍ରା ନେଇ ହେବ ବିସ୍ତୁତ ଆଲୋଚନା..

- Advertisement -

ମେଘାଳୟ ହନିମୁନ୍‍ ଦମ୍ପତ୍ତି ନିଖୋଜ ଘଟଣାରେ ବଡ ଟ୍ୱିଷ୍ଟ
୭ଦିନ ପରେ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କଲା ପୁଲିସ
ସୁପାରି କିଲରଙ୍କୁ ଡାକିଥିଲା ସ୍ତ୍ରୀ
ହତ୍ୟା ପରେ ସ୍ୱାମୀର ମୃତଦେହକୁ ନିଖୋଜ କରିଦେଇଥିଲା ସ୍ତ୍ରୀ..

ବଡ ଅଘଟଣ ; ମୁମ୍ବାଇରେ ଚଳନ୍ତା ଟ୍ରେନ୍‌ରୁ ଖସି ୫ ଯାତ୍ରୀ ମୃତ..

ସୂର୍ଯ୍ୟ କରିବେ ଚଳନ ; ଏକାଠି ହେବେ ବୁଧ,ବୃହସ୍ପତି, ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ଜାଣନ୍ତୁ କେଉଁଥିରେ ମିଳିବ ସଫଳତା..

ସାନ ଭାଇର ଲୁହା ଛଡ ଆକ୍ରମଣରେ ବଡ ଭଉଣୀ ମୃତ..

ପଣସ ବୋଝେଇ ପିକଅପ ଧକ୍କାରେ ବାପ-ପୁଅ ମୃତ, ଗାଡି ଜବତ..

ରାଜ୍ୟରେ ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ୱ ମନ୍ତ୍ରୀଙ୍କ ଚେତାବନୀ
ସମୟ ଅଛି ସତର୍କ ହୋଇଯାଅ ବୋଲି କହିଲେ..

ହସି ହସି ଗଡି ଯିବେ.. ଦେଖନ୍ତୁ ଭିଡିଓ ; ବିବାହ ଭୋଜିରେ ଲଫାପା ନାହିଁ ତ ଖାଇବା ପ୍ଲେଟ ନାହିଁ

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories