www.samajalive.in
Friday, December 5, 2025
26.1 C
Bhubaneswar

ପୁଣି କମିଲା ସୁନା ; ୩ ହଜାର କମିଲା ଦାମ୍‌ !

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଖୁସି ଖବର । ଜୁନ୍‌ ୧୦ ଅର୍ଥାତ୍‌ ମଙ୍ଗଳବାର ସୁନା ଦର ହ୍ରାସ ପାଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୫୮୦ ଟଙ୍କା ରହିଛି । ଗତକାଲି ଏହା ୯୭,୬୯୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୪୫୦ ଟଙ୍କା ରହିଛି । ଗତକାଲି ୮୯,୫୫୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୩,୧୯୦ ଟଙ୍କା । ଗତକାଲି ୭୩,୨୭୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୯୦୦ ରହିଛି । ଗତକାଲି ୧୧,୮୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ପାଇଛି ।

ଏପ୍ରିଲ ୨୨ରେ ସୁନା ଦାମ୍‌ ସମସ୍ତ ରେକର୍ଡ ଭାଙ୍ଗି ଏକ ଲକ୍ଷ ଟଙ୍କା ଅତିକ୍ରମ କରିଥିଲା । ଏପ୍ରିଲ ୨୨ ପରଠାରୁ ସୁନା ଦାମ୍‌ ଏଯାଏଁ ପ୍ରାୟ ୩ ହଜାର ଟଙ୍କା ହ୍ରାସ ପାଇଛି ।

ଦେଖନ୍ତୁ ଭିଡିଓ ; ମଲା ଭାବି କୁମ୍ଭୀର ଦେହରେ ହାତ ମାରିଲେ ମତ୍ସ୍ୟଜୀବୀ, ଆଉ ତା’ପରେ

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories