www.samajalive.in
Friday, December 5, 2025
17.1 C
Bhubaneswar

କଣ୍ଟାମାଳ ଓ ବୌଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

କଣ୍ଟାମାଳ: ବୌଦ୍ଧ ଓ କଣ୍ଟାମାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ବିିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। କଣ୍ଟାମାଳରେ ୧୧୬ କୋଟି ଟଙ୍କାର ୪୫ଟି ଜନହିତକାରୀ ପ୍ରକଳ୍ପକୁ ସେ ଉଦଘାଟନ କରିଛନ୍ତି। ଏଥିରେ ୪ଟି ହାଇଭୋଲଟେଜ ସେତୁ, ୬ଟି ସଡ଼କ ପ୍ରକଳ୍ପ ଏବଂ ୪ଟି ୧୦୦ ସିଟ ବିଶିଷ୍ଟ ଛାତ୍ରୀନିବାସ ଏବଂ ଅନ୍ୟାନ୍ୟ ପ୍ରକଳ୍ପ ରହିଛି।
ସେହିପରି ବୌଦ୍ଧରେ ୭୬ କୋଟି ଟଙ୍କାରେ ୪୭ଟି ଜନହିତକାରୀ ପ୍ରକଳ୍ପର ଉଦଘାଟନ କରିଛନ୍ତି। ବୌଦ୍ଧ ଏବଂ ହରଭଙ୍ଗା ବ୍ଲକରେ ୪ଟି ସେତୁ , ୩ଟି ସଡ଼କ ପ୍ରକଳ୍ପ , ୧୨ଟି ହଷ୍ଟେଲ ଏବଂ ଅନ୍ୟାନ୍ୟ ପ୍ରକଳ୍ପ ରହିଛି।
ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କାଳିଆ ଯୋଜନାରେ ରାଜ୍ୟର ସମସ୍ତ ଚାଷୀ, ଭୂମିହୀନ, ଛୋଟ ଚାଷୀ ସମସ୍ତଙ୍କୁ ରାଜ୍ୟ ସରକାର ସହାୟତା ଯୋଗାଇଛନ୍ତି। କାଳିଆ ଯୋଜନାରେ ଯେମିତି ଜଣେ ମଧ୍ୟ ବଞ୍ଚିତ ହେବେ ନାହିଁ ବୋଲି ସେ ନେଇ ନଜର ରଖିବା କଥା ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories