www.samajalive.in
Friday, December 5, 2025
27.1 C
Bhubaneswar

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆପାର୍ଟମେଣ୍ଟର ୮ ମହଲା ବିଲଡଂରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାରୁ ଖବର ପାଇଁ ୮ଟି ଅଗ୍ନିଶମ ଟିମ୍‍ ଦ୍ୱାରା ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରହିଛି । ଆପାର୍ଟମେଣ୍ଟରେ ଦୁଇ ରୁ ତିନି ଲୋକ ଫସି ରହିଥିବା ସୂଚନା ମିଳିଛି । ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ଶୀଘ୍ର କୋଠାରୁ ତଳକୁ ଡେଇଁ ପଡିଥିଲେ । ଫଳରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories