www.samajalive.in
Friday, December 5, 2025
23.1 C
Bhubaneswar

ଟ୍ରମ୍ପଙ୍କୁ ନିଶାଣ କଲେ ବିଲାଓ୍ବଲ- କହିଲେ ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ

ସମାଜ ଡିଜିଟାଲ ଡେସ୍କ: ଅପରେସନ ‘ସିନ୍ଦୂର’ ପରେ ନିଜ ଦେଶର ପକ୍ଷର ରଖିବା ଲାଗି ଆମେରିକାରେ ପହଞ୍ଚିଥିବା ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାଓ୍ବଲ ଭୁଟ୍ଟୋ ଆମେରିକାର ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଶାଣ କରି ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ ବୋଲି କହିଛନ୍ତି।

ବିଲାଓ୍ବଲ କହିଚନ୍ତି, ଆମେରିକା ଯେଉଁଭଳି ଭାବେ ଆଫଗାନିସ୍ତାନରୁ ତରବରିଆ ଭାବେ ବାହାରିଗଲା, ସେହି ସମୟରେ ଅନେକ ସମ୍ବେଦନଶୀଳ ଅସ୍ତ୍ରଶସ୍ତ୍ର ସେଠାରେ ଛାଡ଼ି ଆସିଲା। ଏହି ଅସ୍ତ୍ରଶସ୍ତ୍ର ଏବେ ଆତଙ୍କବାଦୀଙ୍କ ହାତରେ ଲାଗିଛି। ଆତଙ୍କବାଦୀମାନେ ଏହାକୁ ପାକିସ୍ତାନ ବିରୋଧରେ ବ୍ୟବହାର କରୁଛନ୍ତି। ଏହାଦ୍ଵାରା ପାକିସ୍ତାନକୁ ବହୁ କ୍ଷତି ସହିବାକୁ ପଡ଼ୁଛି।

- Advertisement -

ଆମେରିକା ଏବଂ ତା’ର ଭୂରାଜନୈତିକ ପରିସ୍ଥିତି ପାକିସ୍ତାନର ଅନ୍ତରୀଣ ସୁରକ୍ଷା ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରିଛି ବୋଲି ବିଲାଓ୍ବଲ କହିଛନ୍ତି। ବିଲାଓ୍ବଲଙ୍କ ଏପରି ମନ୍ତବ୍ୟ ପରେ ଦୁଇ ଦେଶ ମଧ୍ୟରେ କୁଟନୈତିକ ସ୍ତରରେ ପୁନର୍ବାର ଉତ୍ତେଜନା ଦେଖାଦେଇପାରେ ବୋଲି ଚର୍ଚ୍ଚା ହେଉଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories