www.samajalive.in
Saturday, December 13, 2025
14.1 C
Bhubaneswar

ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ମୃତ

ମୟୁରଭଞ୍ଜ : ମୟୁରଭଞ୍ଜ କପ୍ତିପଦା ବ୍ଲକ ଶରତ ଥାନା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁରୁଣାପାଣି ପୋଲ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ସୂଚନା ଅନୁସାରେ ସୋମବାର ବିଳମ୍ବିତ ରାତିରେ ଜଣେ ବାଇକ୍ ଆରୋହୀ ନିଜ ଗାଁକୁ ଯାଉଥିବାବେଳେ ପୁରୁଣାପାଣି ନିକଟରେ ଏକ ଅଜଣା ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories