www.samajalive.in
Sunday, December 14, 2025
19.1 C
Bhubaneswar

ହରିୟାଣା ଜମି ଦୁର୍ନୀତି: ଇଡିରେ ହାଜର ହେଲେ ନି ରବର୍ଟ ଭଦ୍ରା, ପୁଣି ସମନ କଲା ଇଡି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ତଥା ବଶିଷ୍ଟ ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଥିତ ହରିୟାଣା ଜମି ଦୁର୍ନୀତିରେ ପଚରାଉଚରା ପାଇଁ ଆଜି ଇଡ଼ି ଭଦ୍ରାଙ୍କୁ ହାଜର ହେବାକୁ ନୋଟିସ କରିଥିଲା । କିନ୍ତୁ ଭଦ୍ରା ଅସୁସ୍ଥତା ଦର୍ଶାଇ ଇଡ଼ିକୁ ଏକ ଇମେଲ୍‍ ଲେଖିଛନ୍ତି । ଭଦ୍ରା ଇଡିଠାରୁ ଆହୁରି ସମୟ ମାଗିଛନ୍ତି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଇଡ଼ି ପକ୍ଷରୁ କୁହାଯାଇଛି ଯେ ହରିୟାଣା ଜମି ଦୁର୍ନୀତି ମାମଲାରେ ରବର୍ଟ ଭଦ୍ରାଙ୍କୁ ସମନ କରାଯାଇଥିଲା । କିନ୍ତୁ ସେ ଅସୁସ୍ଥ ଥିବାରୁ ଆଜି ହାଜର ହୋଇନାହାଁନ୍ତି । ସେ ପରବର୍ତ୍ତୀ ତାରିଖରେ ହାଜର ହେବେ ବୋଲି ଏକ ଇମେଲ୍‍ ଜରିଆରେ ଜଣାଇଛନ୍ତି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories