www.samajalive.in
Friday, December 5, 2025
27.1 C
Bhubaneswar

ଆଗାମୀ ୭ ଦିନ ରାଜ୍ୟରେ ବର୍ଷିବ ; କମିବ ଖରା

ଭୁବନେଶ୍ୱର : ସପ୍ତାହେ ବର୍ଷିବ। ଏନେଇ ବୁଧବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗୁରୁବାର ଅର୍ଥାତ୍‌ ଆସନ୍ତାକାଲି ଠାରୁ କମିବ ଖରା। ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ୧୪ ତାରିଖ ପରେ ରାଜ୍ୟରେ ପବନ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ହେବ । ବିଜୁଳି ଘଡଘଡି ସହ ବର୍ଷା ଲାଗି ରହିବ । ସେହିପରି ରାଜଧାନୀର ବିଭିନ୍ନ ସ୍ଥାନରେ ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଛି।

୧୨ ବର୍ଷ ପରେ ସବୁଠାରୁ ଶକ୍ତିଶାଳୀ ରାଜଯୋଗ ; ଶୀଘ୍ର ଧନୀ ହେବେ ଏହି ରାଶି, ହେବ ବିବାହ, ଦୂର ହେବ ସବୁ ଚିନ୍ତା..

ରାଜା ରଘୁବଂଶୀ ହତ୍ୟା ମାମଲା; ରାଜ୍‌ ସୋନମ୍‌ଙ୍କ ଠାରୁ ବାନ୍ଧୁଥିଲା ରାକ୍ଷୀ, ଡାକୁଥିଲା ଦିଦି- ସୋନମ୍‌ ଭାଇ

- Advertisement -

କିଣିବେ କି ? ଆଉ ମିଳିବନି ଏମିତି ସୁଯୋଗ ; ଏହି ସ୍ମାର୍ଟଫୋନ୍‌ରେ ମିଳୁଛି ଜବରଦସ୍ତ ରିହାତି, ପୁଣି ଅଫର୍‌

ଦେଖନ୍ତୁ ଭିଡିଓ ; ଫୋନ୍‌ରେ ଭୋଜପୁରୀ ଗୀତର କେମିତି ମଜା ନେଉଛି ସାପ..

 

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories