www.samajalive.in
Saturday, December 6, 2025
15.1 C
Bhubaneswar

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦରରୁ ସିଧାସଳଖ ଆବୁଧାବିକୁ ଉଡିଲା ବିମାନ । ବିମାନ ଉଡାଣ ନେଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସପ୍ତାହକରେ ତିନି ଦିନ ଏହି ସେବା ଯୋଗାଇ ଦିଆଯିବ । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ମଙ୍ଗଳବାର, ଗୁରୁବାର ଓ ଶନିବାର ଦିନ ଏହି ସେବା ଯାତ୍ରୀଙ୍କୁ ଉପଲବ୍ଧ ହେବ । ଆଜି ସକାଳ ୯ଟା ୩୦ ମିନିଟରେ ଆବୁଧାବିକୁ ପ୍ରଥମ ବିମାନ ଉଡାଣ ଭରିଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories